ଶିକ୍ଷା

ସାଇକେଲ ପାଇଁ ଛାତ୍ରୀଛାତ୍ରଙ୍କୁ ୩,୫୦୦ ଟଙ୍କା

ରାଜ୍ୟ ସରକାରଙ୍କ ପକ୍ଷରୁ ନବମ ଶ୍ରେଣୀ ଛାତ୍ରୀଛାତ୍ରଙ୍କୁ ଯୋଗାଇ ଦିଆଯାଉଥିବା ସାଇକେଲରେ ଏଣିକି ଲାଗିବ ଷ୍ଟିକର । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି ।

ଏହାକୁ କାର୍ଯ୍ୟକାରୀ କରିବାକୁ ମାଧ୍ୟମିକ ଶିକ୍ଷା ନିର୍ଦେଶାଳୟ ପକ୍ଷରୁ ଜିଲ୍ଲା ଓ ବ୍ଳକ ଶିକ୍ଷା ଅଧିକାରୀଙ୍କୁ ଚିଠି ଲେଖାଯାଇଛି । ଆସନ୍ତା ୩୦ ତାରିଖରେ ଏହି ଷ୍ଟିକର ଲଗାଇବାକୁ ନିର୍ଦ୍ଦେଶ ଦିଆଯାଇଛି । ‘ଗଙ୍ଗାଧର ମେହେର ଶିକ୍ଷା ମାନକ ବୃଦ୍ଧି ଯୋଜନା’ରେ ସାଇକେଲ ପାଇଁ ଛାତ୍ରୀଛାତ୍ରଙ୍କୁ ୩,୫୦୦ ଟଙ୍କା ଲେଖାଏ ପ୍ରଦାନ କରାଯାଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com