ଅନ୍ତର୍ଜାତୀୟ

ଭୟଙ୍କର ବୋମା ବିସ୍ଫୋରଣର ୩୭ ଦିନ ପରେ

ଇସ୍ରାଏଲ ଏବଂ ହମାସ ମଧ୍ୟରେ ଚାଲିଥିବା ଅସ୍ତ୍ରବିରତି ମଧ୍ୟରେ ଗାଜାରୁ ଏକ ଆଶ୍ଚର୍ଯ୍ୟଜନକ ଖବର ପ୍ରକାଶ ପାଇଛି। ଭୟଙ୍କର ବୋମା ବିସ୍ଫୋରଣର ୩୭ ଦିନ ପରେ ଏଠାରେ ଏକ ଶିଶୁକୁ ଜୀବନ୍ତ ଅବସ୍ଥାରେ ଉଦ୍ଧାର କରାଯାଇଛି।

ଏହି ଶିଶୁର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଇସ୍ରାଏଲ ବିସ୍ଫୋରଣରେ ଏହି ନିରୀହ ଶିଶୁର ଘର ନଷ୍ଟ ହୋଇଯାଇଥିଲା କିନ୍ତୁ ଶିଶୁଟି ୩୭ ଦିନ ବଞ୍ଚି ରହିଥିଲା। ପ୍ରାୟ ତିନି ଘଣ୍ଟା ପରିଶ୍ରମ ପରେ ପିଲାଟିକୁ ବାହାରକୁ ଅଣାଯାଇଥିଲା।

Related Articles

Back to top button
WP Twitter Auto Publish Powered By : XYZScripts.com