ଅନ୍ୟାନ୍ୟ

ଆଣ୍ଡାମାନ ସାଗରର ଲଘୁଚାପ

ଆଣ୍ଡାମାନ ସାଗରର ଲଘୁଚାପ କ୍ଷେତ୍ର ୱେଲ ମାର୍କଡ ଲୋ ପ୍ରେସରରେ ପରିଣତ ହୋଇଛି। ଦକ୍ଷିଣ ପୂର୍ବ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ଆଣ୍ଡାମାନ ସାଗରରେ ମଙ୍ଗଳବାର ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିଲା । ଯାହା ବୁଧବାର ସୁଦୃଶ୍ୟ ଲଘୁଚାପରେ ପରିଣତ ହୋଇଛି ।

ଗୁରୁବାର ସୁଦ୍ଧା ଅବପାତର ରୂପ ନେବ ସୁଦୃଶ୍ୟ ଲଘୁଚାପ । ଅନ୍ୟପକ୍ଷେ ସମ୍ଭାବ୍ୟ ବାତ୍ୟା ନେଇ ୭ ଜିଲାପାଳଙ୍କୁ ସ୍ବତନ୍ତ୍ର ରିଲିଫ କମିଶନର ସତ୍ୟବ୍ରତ ସାହୁ ଚିଠି ଲେଖିଛନ୍ତି । ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମର ଜିଲାପାଳଙ୍କୁ ଏସ୍‌ଆର୍‌ସି ଚିଠି ଲେଖିଛନ୍ତି ।

Related Articles

Back to top button
WP Twitter Auto Publish Powered By : XYZScripts.com