Featuredଅନ୍ୟାନ୍ୟ

୩୧୪ ବ୍ଲକରେ ହେବ କଏନ ଏକ୍ସଚେଞ୍ଜ

ରାଜ୍ୟର ୩୧୪ ବ୍ଲକରେ ହେବ କଏନ ଏକ୍ସଚେଞ୍ଜ କାର୍ଯ୍ୟକ୍ରମ। ବିଭିନ୍ନ ବ୍ୟାଙ୍କ ଜରିଆରେ ଡିସେମ୍ବରରୁ ଆରମ୍ଭ ହେବ ଏହି କଏନ ଏକ୍ସଚେଞ୍ଜ କାର୍ଯ୍ୟକ୍ରମ। ୩ ମାସ ମଧ୍ୟରେ ସବୁ ବ୍ଲକ ବଜାର ସ୍ଥାନରେ ଏହି ଏକ୍ସଚେଞ୍ଜ କାର୍ଯ୍ୟକ୍ରମ ହେବ।

ଏଥିରେ ଲୋକମାନେ କଏନ ସହ ମଇଳା ଓ ଚିରାଫଟା ନୋଟ୍ ବି ବଦଳାଇ ପାରିବେ। ଏନେଇ ସୂଚନା ଦେଇଛନ୍ତି ଆରବିଆଇ ଆଞ୍ଚଳିକ ନିର୍ଦ୍ଦେଶକ ସାରଦା ପ୍ରସନ୍ନ ମହାନ୍ତି।

Related Articles

Back to top button
WP Twitter Auto Publish Powered By : XYZScripts.com