ରାଜନୀତି

କର୍ମଚାରୀଙ୍କୁ ନିଯୁକ୍ତିପତ୍ର ବଣ୍ଟନ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନଭେମ୍ବର ୩୦ ଅର୍ଥାତ୍‌ ଗୁରୁବାର ଅପରାହ୍ନ ୪ଟାରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ୫୧,୦୦୦ରୁ ଅଧିକ ନୂତନ ନିଯୁକ୍ତ କର୍ମଚାରୀଙ୍କୁ ନିଯୁକ୍ତିପତ୍ର ବଣ୍ଟନ କରିବେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନୂତନ ଭାବେ ନିଯୁକ୍ତ ସରକାରୀ କର୍ମଚାରୀଙ୍କୁ ମଧ୍ୟ ସମ୍ବୋଧିତ କରିବେ।

ଚଳିତ ବର୍ଷ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅନେକ ରୋଜଗାର ମେଳା ମାଧ୍ୟମରେ ଅନେକ ଲକ୍ଷ ଲୋକଙ୍କୁ ସରକାରୀ ଚାକିରି ଦେଇସାରିଛନ୍ତି।ଏହି ନିଯୁକ୍ତି ମେଳା ଦେଶର ୩୭ଟି ସ୍ଥାନରେ ଆୟୋଜିତ ହେବ।

Related Articles

Back to top button
WP Twitter Auto Publish Powered By : XYZScripts.com