ଅନ୍ୟାନ୍ୟ

ଫ୍ଲାଇଙ୍ଗ ଫ୍ଲାଇଟରେ ସ୍ତ୍ରୀ-ସ୍ବାମୀଙ୍କ ମଧ୍ୟରେ ଝଗଡା

ଫ୍ଲାଇଙ୍ଗ ଫ୍ଲାଇଟରେ ସ୍ତ୍ରୀ-ସ୍ବାମୀଙ୍କ ମଧ୍ୟରେ ଝଗଡା ଏତେ ହୋଇଗଲା ଯେ ବିମାନକୁ ଜରୁରୀକାଳୀନ ଅବତରଣ କରିବାକୁ ପଡିଲା। ଏହି ବିମାନ ବ୍ୟାଙ୍କକକୁ ଯାଉଥିଲା, କିନ୍ତୁ ସେମାନଙ୍କ କଳି ଯୋଗୁ ଏହାକୁ ଅବତରଣ ପାଇଁ ଦିଲ୍ଲୀକୁ ଫେରାଇ ଅଣାଯାଇଥିଲା।

ଏହି ଲୁଫଥାନ୍ସ ବିମାନ ସ୍ବିଜରଲାଣ୍ଡର ମ୍ୟୁନିଚ ସହରରୁ ଉଡାଣ ଆରମ୍ଭ କରିଥିଲା। ତେବେ ସ୍ତ୍ରୀ ସ୍ବାମୀ ହଠାତ ବିମାନରେ ଝଗଡା ଆରମ୍ଭ କରିଥିଲେ। ମ୍ୟୁନିଚରୁ ବ୍ୟାଙ୍କକକୁ ଯାଉଥିବା ଲୁଫଥାନ୍ସା ବିମାନ ଏଲଏଚ-୭୭୨ରେ ଏଭଳି ହୋଇଛି।

Related Articles

Back to top button
WP Twitter Auto Publish Powered By : XYZScripts.com