ଶିକ୍ଷା
କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ନାମ ଲେଖେଇବା ପାଇଁ ସୁଯୋଗ
ମଣିପୁର ହିଂସାରେ ବିସ୍ଥାପିତ ହୋଇଥିବା ଛାତ୍ରୀଛାତ୍ରଙ୍କୁ ସରକାର ଦେଶର ବିଭିନ୍ନ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ନାମ ଲେଖେଇବା ପାଇଁ ସୁଯୋଗ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ।
ଏ ସମ୍ପର୍କରେ କେନ୍ଦ୍ର ଓ ମଣିପୁର ସରକାର ବିଚାର କରନ୍ତୁ ବୋଲି ଏସସି ନିର୍ଦ୍ଦେଶ ଦେଇଛନ୍ତି। ବିସ୍ଥାପିତ ଛାତ୍ରୀଛାତ୍ରଙ୍କ ଦ୍ୱାରା ଦାଖଲ କରାଯାଇଥିବା ପିଟିସନ ଉପରେ ଶୀର୍ଷ କୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି। ଗୋଟିଏ ଶିକ୍ଷାବର୍ଷ ହରାଇବାରୁ ବଞ୍ଚାଇବାକୁ ଯାଚିକାରେ ଉଲ୍ଲେଖ କରିଛନ୍ତି।