କ୍ରୀଡ଼ା

ବୋର୍ଡ ପରୀକ୍ଷାର ହେବ ଲାଇଭ୍‌ ଷ୍ଟ୍ରିମିଙ୍ଗ

ପ୍ରଥମ ଥର ପାଇଁ ଯୁକ୍ତ ଦୁଇ ଶେଷ ବର୍ଷ ବୋର୍ଡ ପରୀକ୍ଷାର ହେବ ଲାଇଭ୍‌ ଷ୍ଟ୍ରିମିଙ୍ଗ । ଗଣଶିକ୍ଷା ବିଭାଗ ଓ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦକୁ ଲାଇଭ୍‌ ଷ୍ଟ୍ରିମିଙ୍ଗ ଲିଙ୍କ୍ ଦିଆଯିବ ।

ରାଜ୍ୟର ପ୍ରତି ପରୀକ୍ଷାକେନ୍ଦ୍ର ସହ ପରୀକ୍ଷା ପରିଚାଳନା ହବ୍‌କୁ ଲାଇଭ୍‌ ଷ୍ଟ୍ରିମିଙ୍ଗ ମାଧ୍ୟମରେ ମନିଟରିଂ କରାଯିବ । ପରୀକ୍ଷାରେ ସ୍ୱଚ୍ଛତା ପାଇଁ ଏଭଳି ବ୍ୟବସ୍ଥା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(CHSE) ଗ୍ରହଣ କରିଛି । ଡିସେମ୍ବର ୧୫ ସୁଦ୍ଧା ପରିଷଦକୁ ଜଣାଇବା ଲାଗି CHSE ପରୀକ୍ଷା ନିୟନ୍ତ୍ରକ ସବୁ କଲେଜ୍ ଅଧ୍ୟକ୍ଷଙ୍କୁ ଚିଠି ଲେଖି ଜଣାଇଛନ୍ତି ।

Related Articles

Back to top button
WP Twitter Auto Publish Powered By : XYZScripts.com