ଅନ୍ତର୍ଜାତୀୟ

ଆମେରିକାର ସାମରିକ ବିମାନ ଦୁର୍ଘଟଣାଗ୍ରସ୍ତ

ଆମେରିକାର ସାମରିକ ବିମାନ ଦୁର୍ଘଟଣାଗ୍ରସ୍ତ ଖବର ସାମ୍ନାକୁ ଆସିଛି। ଖବର ଅନୁଯାୟୀ ଆମେରିକାର ସାମରିକ ବିମାନ ଓସପ୍ରେ ଜାପାନ ନିକଟ ସମୁଦ୍ରରେ ଖସିପଡଛି।

ବିମାନଟି ୟାକୁସିମା ଦୀପ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ସମୁଦାୟ ୮ ଜଣ ଯାତ୍ରୀ ଥିଲେ। ଏହି ବିଷୟରେ ଅଧିକ ସୂଚନାକୁ ଅପେକ୍ଷା କରାଯାଇଛି। ୮ ଯାତ୍ରୀ ଜୀବିତ କି ମୃତ ନେଇ ସନ୍ଧାନ ଜାରି ରହିଛି।

Related Articles

Back to top button
WP Twitter Auto Publish Powered By : XYZScripts.com