ମନୋରଞ୍ଜନ

ଇରଫାନ ପଠାନଙ୍କ ବିଷୟରେ ଏକ ବଡ଼ ଦାବି

ବଲିଉଡ ଅଭିନେତ୍ରୀ ପାୟଲ ଘୋଷ ପୂର୍ବତନ ଭାରତୀୟ କ୍ରିକେଟ ଦଳର ଅଲରାଉଣ୍ଡର ଇରଫାନ ପଠାନଙ୍କ ବିଷୟରେ ଏକ ବଡ଼ ଦାବି କରିଛନ୍ତି। ଅଭିନେତ୍ରୀ ଏକ ଟୁଇଟରେ କହିଛନ୍ତି ଯେ ଇରଫାନ ପଠାନଙ୍କ ସହ ବ୍ରେକଅପ ପରେ ସେ ଅସୁସ୍ଥ ହୋଇପଡିଛନ୍ତି।

ମୁଁ ବର୍ଷ ବର୍ଷ ଧରି କାମ କରିପାରିଲି ନାହିଁ। ନିକଟରେ ଖେଳାଯାଇଥିବା ଦିନିକିଆ ବିଶ୍ୱକପ ୨୦୨୩ସମୟରେ ପାୟଲ ଘୋଷ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କୁ ମଧ୍ୟ ପ୍ରସ୍ତାବ ଦେଇଥିଲେ।

Related Articles

Back to top button
WP Twitter Auto Publish Powered By : XYZScripts.com