ଶିକ୍ଷା

ଦଶମ ଓ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ସୂଚନା

ସିବିଏସଇ ବୋର୍ଡ ତରଫରୁ ଦଶମ ଓ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ସୂଚନା ଜାରି କରିଛି । ଏହି ବିଜ୍ଞପ୍ତି ମୁତାବକ ୨୦୨୪ ଶିକ୍ଷାବର୍ଷ ଠାରୁ ବୋର୍ଡ ପରୀକ୍ଷା ଦେବାକୁ ଥିବା ଛାତ୍ରଛାତ୍ରୀମାନଙ୍କୁ କୌଣସି ଡିଭିଜନ, ରାଙ୍କ କିମ୍ବା ଏଗ୍ରିଗେଟ୍ ମାର୍କସ୍ ଦିଆଯିବ ନାହିଁ ।

ନୂଆ ଶିକ୍ଷାନୀତି ୨୦୨୦ ଲାଗୁ ହେବା ପରେ ଶିକ୍ଷା ବିଭାଗରେ ଅନେକ ପ୍ରକାର ପରିବର୍ତ୍ତନ କରାଯାଇଛି । ଏହି କ୍ରମରେ ସିବିଏସଇ ବୋର୍ଡ ଏଭଳି ପଦକ୍ଷେପ ନେଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com