ରାଜନୀତି

ଧୋନୀଙ୍କୁ କିଛି ବିଜେପି ନେତାଙ୍କ ଗହଣରେ ଦେଖିବାକୁ ମିଳିଥିଲା

ଦେଶର ବିଭିନ୍ନ ସ୍ଥାନରେ ରାଜନୈତିକ ଉଷ୍ମତା ଦେଖାଦେଇଥିବା ବେଳେ ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ଫଟୋକୁ ନେଇ ବିଭିନ୍ନ ସୋଶିଆଲ ମିଡ଼ିଆରେ ଚର୍ଚ୍ଚା ହେଉଛି ।

ନିକଟରେ ଧୋନୀଙ୍କୁ କିଛି ବିଜେପି ନେତାଙ୍କ ଗହଣରେ ଦେଖିବାକୁ ମିଳିଥିଲା । ସେ ରାଜନୀତିରେ ଯୋଗ ଦେବା ନେଇ କଳ୍ପନାଜଳ୍ପନା ଲାଗି ରହିଛି । ବର୍ତ୍ତମାନ ଏହି ଫଟୋକୁ ନେଇ ସାଧାରଣ ଜନତାଙ୍କ ଠାରୁ ଆରମ୍ଭ କରି ବୁଦ୍ଧିଜୀବୀ ମହଲରେ ଚର୍ଚ୍ଚା ହେଉଛି ।

Related Articles

Back to top button
WP Twitter Auto Publish Powered By : XYZScripts.com