ମନୋରଞ୍ଜନ

ସୁହାନା ଖାନ ଖୁବଶୀଘ୍ର ବଲିଉଡରେ ଡେବ୍ୟୁ କରିବାକୁ ଯାଉଛନ୍ତି

ଶାହାରୁଖ ଖାନଙ୍କ ଲାଡଲୀ ସୁହାନା ଖାନ ଖୁବଶୀଘ୍ର ବଲିଉଡରେ ଡେବ୍ୟୁ କରିବାକୁ ଯାଉଛନ୍ତି। ତାଙ୍କ ଫିଲ୍ମ ‘ଦି ଆର୍ଚିଜ’ ଆସନ୍ତା ମାସରେ ମୁକ୍ତିଲାଭ କରିବ। ସୁହାନା ଏବେ ଫିଲ୍ମର ପ୍ରମୋଶନରେ ବ୍ୟସ୍ତ ଅଛନ୍ତି।

କିନ୍ତୁ ମଝିରେ ମଝିରେ ସେ ଏପରି କିଛି କହିଦେଉଛନ୍ତି ଯାହାକୁ ନେଇ ସେ ସୋସିଆଲ ମିଡିଆରେ ଟ୍ରୋଲର ଶିକାର ହେଉଛନ୍ତୀ। ନିକଟରେ ସୁହାନା ଆଲିଆ ଭଟ୍ଟଙ୍କୁ ତା ଆଦର୍ଶ ବୋଲି କହିଥିଲେ। ଏହାକୁ ନେଇ ତାଙ୍କୁ ଟ୍ରୋଲ କରାଯାଉଛି।

Related Articles

Back to top button
WP Twitter Auto Publish Powered By : XYZScripts.com