Featuredଅନ୍ୟାନ୍ୟ

ସିମ ଡିଲର ଓ ସିମ ଗ୍ରାହକଙ୍କ ପାଇଁ ଏହି ନୂଆ ନିୟମ

ସିମ ଡିଲର ଓ ସିମ ଗ୍ରାହକଙ୍କ ପାଇଁ ଏହି ନୂଆ ନିୟମ ଲାଗିବ । ଡିସେମ୍ବରୁ ୧ ରୁ ସିମକାର୍ଡ ଡିଲରଙ୍କୁ ପୋଲିସ ଓ ବାୟୋମେଟ୍ରିକ ଯାଞ୍ଚ ସହ ପଞ୍ଜିକରଣ କରିବାକୁ ପଡିବ ।

ବ୍ୟବସାୟୀଙ୍କ ପୋଲିସ ଯାଞ୍ଚର ସମ୍ପୂର୍ଣ୍ଣ ଦାୟିତ୍ୱ ଟେଲିକମ ଅପରେଟରଙ୍କ ଉପରେ ରହିବ । ନିୟମ ଭାଙ୍ଗିଲେ ଦେବାକୁ ପଡିବ ୧୦ ଲକ୍ଷ ଟଙ୍କା ଜରିମାନା । ନୂଆ ନିୟମ ଅନୁଯାୟୀ ଜଣେ ଗ୍ରାହକ ଗୋଟିଏ ଆଧାର ପରିଚୟ ପତ୍ରରେ ୯ଟି ସିମ କାର୍ଡ କିଣିପାରିବେ । ସିମ କିଣିବା ପାଇଁ କ୍ୟୁଆର କୋର୍ଡ ସ୍କାନ ସହ ଡେମୋଗ୍ରାଫି ତଥ୍ୟ ଦେବାକୁ ପଡିବ ।

Related Articles

Back to top button
WP Twitter Auto Publish Powered By : XYZScripts.com