ମନୋରଞ୍ଜନ

ଅଭିନେତ୍ରୀ ଇଲିଆନା ଡି’କ୍ରୁଜ ଦୀର୍ଘ ଦିନ ଧରି ଚଳଚ୍ଚିତ୍ର ଜଗତରୁ ଦୂରେଇ ରହିଛନ୍ତି

ଅନେକ ଚଳଚ୍ଚିତ୍ରରେ ନଜର ଆସିଥିବା ଅଭିନେତ୍ରୀ ଇଲିଆନା ଡି’କ୍ରୁଜ ଦୀର୍ଘ ଦିନ ଧରି ଚଳଚ୍ଚିତ୍ର ଜଗତରୁ ଦୂରେଇ ରହିଛନ୍ତି। ଅଭିନେତ୍ରୀ ତାଙ୍କ ମାତୃତ୍ୱକୁ ଉପଭୋଗ କରୁଛନ୍ତି ।

ତେବେ ତାଙ୍କ ପ୍ରଶଂସକମାନେ ଇଣ୍ଡଷ୍ଟ୍ରି ଏବଂ ଚଳଚ୍ଚିତ୍ରରେ ତାଙ୍କର ପ୍ରତ୍ୟାବର୍ତ୍ତନକୁ ଅପେକ୍ଷା କରିଛନ୍ତି। ଏହି ସମୟରେ ତାଙ୍କ ପ୍ରଶଂସକଙ୍କ ପାଇଁ ଏକ ବଡ ଖବର ଆସୁଛି, ଯାହା ସେମାନଙ୍କୁ ନିରାଶ କରିପାରେ। ବାସ୍ତବରେ ଦାବି ହେଉଛି ଅଭିନେତ୍ରୀ ତାଙ୍କ ଚଳଚ୍ଚିତ୍ର କ୍ୟାରିୟକୁ ଅଲବିବା କହିବେ। କୁହାଯାଉଛି ସେ ଶୀଘ୍ର ନିଜ ପରିବାର ସହିତ ଆମେରିକା ପଳାଇବେ।

Related Articles

Back to top button
WP Twitter Auto Publish Powered By : XYZScripts.com