Featuredଅନ୍ୟାନ୍ୟ

ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା

ସାମ୍ଭବ୍ୟ ବାତ୍ୟା ପ୍ରଭାବରେ ୩ ତାରିଖରୁ ୭ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସମ୍ଭାବ୍ୟ ବାତ୍ୟା ପ୍ରଭାବରେ କାଲିଠୁ ୭ ତାରିଖ ଯାଏଁ ଦକ୍ଷିଣ ଓଡ଼ିଶାରେ ବର୍ଷା ପୂର୍ବାନୁମାନ କରାଯାଇଛି।

ପ୍ରବଳ ବର୍ଷା ହେବାର ଆଶଙ୍କା ଥିବାରୁ ପରିସ୍ଥିତିର ମୁକାବିଲା ପାଇଁ ରାଜା ସରକାର ତତ୍ପରତା ପ୍ରକାଶ କରିଛନ୍ତି। ସମ୍ଭାବ୍ୟ ବାତ୍ୟା ଓ ବର୍ଷାକୁ ଦୃଷ୍ଟିରେ ରଖି ୫ଟି ଜିଲ୍ଲାର କୃଷି ଅଧିକାରୀଙ୍କ ଛୁଟି ବାତିଲ କରିଦେଇଛନ୍ତି ରାଜ୍ୟ ସରକାର। ମାଲକାନଗିରି, କୋରାପୁଟ, ରାୟଗଡା, ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ଆଲର୍ଟ କରାଯାଇଛି।

Related Articles

Back to top button
WP Twitter Auto Publish Powered By : XYZScripts.com