ରାଜନୀତି

ମୋଦିଙ୍କ ଫଟୋ ଦେଶର ସମସ୍ତ ବିଶ୍ୱବିଦ୍ୟାଳୟ ଏବଂ କଲେଜଗୁଡ଼ିକରେ ଲଗାଯିବ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଫଟୋ ଦେଶର ସମସ୍ତ ବିଶ୍ୱବିଦ୍ୟାଳୟ ଏବଂ କଲେଜଗୁଡ଼ିକରେ ଲଗାଯିବ। ଏହା ସହିତ ସମସ୍ତ ବିଶ୍ୱବିଦ୍ୟାଳୟ ଏବଂ କଲେଜଗୁଠିକ ନିଜ ନିଜର ସେଲଫି ପଏଣ୍ଟ ସୃଷ୍ଟି କରିବାକୁ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ କହିଛି।

ୟୁଜିସିର ଏହି ଅନୁରୋଧ ଏପରି ଏକ ସମୟରେ ଆସିଛି ଯେତେବେଳେ ଆସନ୍ତା ବର୍ଷ ଲୋକସଭା ନିର୍ବାଚନ ହେବାକୁ ଯାଉଛି। ଏହି ଚିଠି ସମସ୍ତ ବିଶ୍ୱବିଦ୍ୟାଳୟର କୁଳପତି ତଥା ମହାବିଦ୍ୟାଳୟର ପ୍ରଧାନଶିକ୍ଷକଙ୍କ ନିକଟକୁ ପଠାଯାଇଛି।

Related Articles

Back to top button
WP Twitter Auto Publish Powered By : XYZScripts.com