ଅନ୍ୟାନ୍ୟ

ଶ୍ରୀକୃଷ୍ଣ ମନ୍ଦିର ଭାଙ୍ଗି ଏହାକୁ ମଦ୍ରାସାରେ ପରିଣତ

ପାକିସ୍ତାନର ପଞ୍ଜାବର ସାଦିକାବାଦର ଅହମ୍ମଦପୁର ଲୁମ୍ମା ସହରର ଏକ ଶ୍ରୀକୃଷ୍ଣ ମନ୍ଦିର ଭାଙ୍ଗି ଏହାକୁ ମଦ୍ରାସାରେ ପରିଣତ କରିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି।

ଏହି ଭିଡିଓ ଭାଇରାଲ ହେବା ମାତ୍ରେ ବିବାଦ ଆରମ୍ଭ ହୋଇଛି। ଭାଇରାଲ ଭିଡିଓରେ ଶ୍ରୀକୃଷ୍ଣ ମନ୍ଦିରର ସମ୍ପୂର୍ଣ୍ଣ ଦୃଶ୍ୟ ଦେଖାଯାଇଛି ଯେଉଁଠାରେ ମନ୍ଦିର ସମ୍ମୁଖରେ ଭଗବାନ ଶ୍ରୀକୃଷ୍ଣଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରାଯାଇଥିଲା। ତେବେ ଏହି ମନ୍ଦିର ଶୀଘ୍ର ଏକ ଇସଲାମିକ ଶିକ୍ଷାନୁଷ୍ଠାନ ହେବାକୁ ଯାଉଛି।

Related Articles

Back to top button