Breaking NewsFeaturedଅନ୍ୟାନ୍ୟ

ଉଠାଦୋକାନ ବନ୍ଦ ରହିବ

ପଞ୍ଚୁକ ୫ ଦିନ ବଡ଼ଦାଣ୍ଡରେ ମରଚିକୋଟ ଛକ ପର୍ଯ୍ୟନ୍ତ ସମସ୍ତ ଉଠାଦୋକାନ ବନ୍ଦ ରହିବ। ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ମରଚିକୋଟ ଛକ ପର୍ଯ୍ୟନ୍ତ ବେରିକେଡିଂ କରାଯିବ।

ମାର୍କେଟ ଛକରୁ ଗାଡ଼ି ଚଳାଚଳ ବନ୍ଦ କରାଯିବ। ଏନେଇ ସୂଚନା ଦେଇଛନ୍ତି ଜିଲ୍ଲାପାଳ ସମର୍ଥ ବର୍ମା।ପଞ୍ଚୁକରେ ଗହଳି ନିୟନ୍ତ୍ରଣ ପାଇଁ ୩ଟି ସିଫ୍ଟରେ ସ୍ବେଚ୍ଛାସେବୀ ମୁତୟନ ରହିବେ। ସୁରକ୍ଷା ଦୃଷ୍ଟିରୁ ପଞ୍ଚୁକ ପାଇଁ ଅଧିକ ୩୦ ପ୍ଲାଟୁନ ଫୋର୍ସ ମୁତୟନ କରାଯିବ।

Related Articles

Back to top button
WP Twitter Auto Publish Powered By : XYZScripts.com