Featuredଓଡ଼ିଶା

ଭୁବନେଶ୍ୱରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି

ଭୁବନେଶ୍ୱରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଚନ୍ଦ୍ରଶେଖରପୁର ଥାନା ନିକଟ ପେଟ୍ରୋଲ ପମ୍ପ ପାଖରେ ଦୁର୍ଘଟଣା ହୋଇଛି l ଫଳରେ ଏଥିରେ ଜଣେ ମୃତ, ୨ ଜଣ ଗୁରୁତର ହୋଇଛନ୍ତି। ସୂଚନା ଅନୁସାରେ ଭାରସାମ୍ୟ ହରାଇ ଦ୍ରୁତଗାମୀ କାର୍ ଦୁର୍ଘଟଣାଗ୍ରସ୍ତ ହୋଇଛି ।

ଡିଭାଇଡର ଉପରକୁ ମାଡ଼ି ଯାଇ ଅପରପାର୍ଶ୍ୱରେ ଥିବା ବସ୍‌କୁ ପିଟିଥିଲା। ଏହି ଦୁର୍ଘଟଣାରେ ଜଣଙ୍କର ପ୍ରାଣହାନି ଘଟିଥିବା ବେଳେ ୨ ଗୁରୁତର ହୋଇଥିଲେ। ଗାଡ଼ିଟି ଭାଙ୍ଗି ଚୁରମାର ହୋଇଯାଇଛି।

Related Articles

Back to top button
WP Twitter Auto Publish Powered By : XYZScripts.com