ଅନ୍ୟାନ୍ୟ

ଆୟୁଷ ହସ୍ପିଟାଲ ବିକାଶ ପାଇଁ ଖର୍ଚ୍ଚ ହେବ ୧୫୭ କୋଟି ଟଙ୍କା

ଆୟୁଷ ହସ୍ପିଟାଲ ଗୁଡ଼ିକର ନବକଳେବର ହେବ । ଭିତ୍ତିଭୂମି ବିକାଶ ପାଇଁ ଖର୍ଚ୍ଚ ହେବ ୧୫୭ କୋଟି ଟଙ୍କା । ନୂତନ ଗୃହ ନିର୍ମାଣ ଓ ପୁରୁଣା ମରାମତି ପାଇଁ ରିପୋର୍ଟ ଦିଆସରିଛି ।

ଯଥାଶୀଘ୍ର କାର୍ଯ୍ୟ ସରିବ ବୋଲି ଆୟୁଷ ନିର୍ଦ୍ଦେଶାଳର ନିର୍ଦ୍ଦେଶିକ ପ୍ରେମଜିତ ନାୟକ ସୂଚନା ଦେଇଛନ୍ତି । ସ୍ୱତନ୍ତ୍ର ସ୍କ୍ୱାଡ୍‌ ସମସ୍ତ ଆୟୁଷ ଡିସ୍ପେନ୍ସାରି ପରିଦର୍ଶନ କରି ଆୟୁଷ ନିର୍ଦ୍ଦେଶାଳୟକୁ ରିପୋର୍ଟ ଦେବେ । ଯାହା ଅଭାବ ରହିଛି, ତାହା ପୂରଣ କରାଯିବ ।

Related Articles

Back to top button
WP Twitter Auto Publish Powered By : XYZScripts.com