ଅନ୍ୟାନ୍ୟ

ବିବାହ କରିବାକୁ କରିଥିବା ଆବେଦନକୁ କୋର୍ଟ ଖାରଜ କରିଛନ୍ତି

ତିର୍ତ୍ତୋଲ ବିଧାୟକ ବିଜୟ ଶଂକର ଦାସଙ୍କୁ ବଡ ଝଟକା ଲାଗିଛି । ବିବାହ କରିବାକୁ କରିଥିବା ଆବେଦନକୁ କୋର୍ଟ ଖାରଜ କରିଛନ୍ତି । କଟକ ସବରେଜିଷ୍ଟ୍ରାର କୋର୍ଟ ଏହି ଆବେଦନକୁ ଖାରଜ କରିଛନ୍ତି ।

ବିବାହ ଆବେଦନରେ ଭୁଲ ତଥ୍ୟ ଦେଇଥିବା ଆଧାରରେ କୋର୍ଟ ଏହି ଆବେଦନକୁ ଖାରଜ କରିଛନ୍ତି । ବିଜୟ ଶଂକର ଭୁଲ ତଥ୍ୟ ଦେଇଥିବା ନେଇ କୋର୍ଟଙ୍କୁ ଅବଗତ କରାଇଥିଲେ ବାନ୍ଧବୀ ସୋମାଲିକା ।

Related Articles

Back to top button
WP Twitter Auto Publish Powered By : XYZScripts.com