କ୍ରୀଡ଼ା

ଜେରାଲ୍ଡ କୋଟଜି ଟି-୨୦ ସିରିଜ ପୂର୍ବରୁ ବିବାହ କରିଛନ୍ତି

ଦକ୍ଷିଣ ଆଫ୍ରିକାର ଯୁବ ଦ୍ରୁତ ବୋଲର ଜେରାଲ୍ଡ କୋଟଜି ଡିସେମ୍ବର ୧୦ରୁ ଭାରତ ବିପକ୍ଷ ଟି-୨୦ ସିରିଜ ପୂର୍ବରୁ ବିବାହ କରିଛନ୍ତି। ସେ ତାଙ୍କ ଗର୍ଲଫ୍ରେଣ୍ଡ ହନାହଙ୍କୁ ବିବାହ କରିଛନ୍ତି।

ନିକଟରେ ଖେଳାଯାଇଥିବା ଦିନିକିଆ ବିଶ୍ୱକପ୍‌ରେ ଜେରାଲ୍ଡ ଚମତ୍କାର ପ୍ରଦର୍ଶନ କରିଥିଲେ। ଏହି ପ୍ରଦର୍ଶନ ଆଧାରରେ ଆଇପିଏଲ ୨୦୨୪ ନିଲାମରେ ତାଙ୍କ ଭାଗ୍ୟ ଉଜ୍ଜ୍ୱଳ ହୋଇପାରେ। ୨୩ ବର୍ଷୀୟ ଜେରାଲ୍ଡ ତାଙ୍କର ପ୍ରଥମ ବିଶ୍ୱକପ ଖେଳି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ସେ ଟୁର୍ନାମେଣ୍ଟରେ ସର୍ବାଧିକ ଉଇକେଟ ନେଇଥିବା ପଞ୍ଚମ ବୋଲର ଥିଲେ।

Related Articles

Back to top button
WP Twitter Auto Publish Powered By : XYZScripts.com