କ୍ରୀଡ଼ା

ନୀତା ଅମ୍ବାନୀଙ୍କୁ ସ୍ପୋର୍ଟ୍ସ ଲିଡର-ଅଫ-ଦି-ଇୟର (ମହିଳା) ପୁରସ୍କାର ମିଳିଛି।

ରିଲାଏନ୍ସ ଫାଉଣ୍ଡେସନ ପ୍ରତିଷ୍ଠାତା ତଥା ଅଧ୍ୟକ୍ଷା ନୀତା ଅମ୍ବାନୀଙ୍କୁ ଭାରତରେ କ୍ରୀଡ଼ା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ସ୍ପୋର୍ଟ୍ସ ଲିଡର-ଅଫ-ଦି-ଇୟର (ମହିଳା) ପୁରସ୍କାର ମିଳିଛି।

ସୋମବାର ନୂଆଦିଲ୍ଲୀରେ ଅନୁଷ୍ଠିତ ସିଆଇଆଇ ସ୍କୋରକାର୍ଡ଼ ୨୦୨୩ କାର୍ଯ୍ୟକ୍ରମରେ ତାଙ୍କୁ ସମ୍ମାନିତ ଓ ପୁରସ୍କୃତ କରାଯାଇଛି। ଏଥିସହିତ କ୍ରୀଡା କ୍ଷେତ୍ରରେ ଉତ୍କର୍ଷର ମାନକ ସ୍ଥାପିତ କରିଥିବାରୁ ରିଲାଏନ୍ସ ଫାଉଣ୍ଡେସନକୁ ମଧ୍ୟ କ୍ରୀଡ଼ାକୁ ପ୍ରୋତ୍ସାହନ ଦେଉଥିବା ଶ୍ରେଷ୍ଠ କର୍ପୋରେଟ ପୁରସ୍କାର ପ୍ରଦାନ କରାଯାଇଛି।

Related Articles

Back to top button
WP Twitter Auto Publish Powered By : XYZScripts.com