ଓଡ଼ିଶା

ସରକାରୀ ସ୍କୁଲର ମାନ୍ୟତା ପାଇବ କଟକ ବଜ୍ରକବାଟି ସ୍ଥିତ ବୋର୍ଡ ଅଫ୍‌ ସେକେଣ୍ଡାରୀ ହାଇସ୍କୁଲ

ସରକାରୀ ସ୍କୁଲର ମାନ୍ୟତା ପାଇବ କଟକ ବଜ୍ରକବାଟି ସ୍ଥିତ ବୋର୍ଡ ଅଫ୍‌ ସେକେଣ୍ଡାରୀ ହାଇସ୍କୁଲ। ୧୯୫୯ରେ ସ୍ଥାପିତ ସହରର ଏହି ପୁରାତନ ବିଦ୍ୟାଳୟର ପରିଚାଳନା ଦାୟିତ୍ୱ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ନିର୍ବାହ କରିଆସୁଥିଲା।

ହେଲେ ଏବେ ବିଦ୍ୟାଳୟର ପରିଚାଳନା ଦାୟିତ୍ୱ ସ୍କୁଲ ଓ ଗଣଶିକ୍ଷା ବିଭାଗ ନେବ। ଏହି ପ୍ରସ୍ତାବ ଉପରେ ରାଜ୍ୟ କ୍ୟାବିନେଟ୍‌ର ମୋହର ଲାଗିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍‍ର ଗୁରୁତ୍ୱପୂର୍ଣ୍ଣ ବୈଠକ ଏହି ପ୍ରସ୍ତାବକୁ ମଂଜୁରୀ ମିଳିଥିବା ଜଣାପଡିଛି।

Related Articles

Back to top button
WP Twitter Auto Publish Powered By : XYZScripts.com