ଓଡ଼ିଶା

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଏକ ଆନାକୋଣ୍ଡାର ମୃତ୍ୟୁ ହୋଇଛି

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଏକ ଆନାକୋଣ୍ଡାର ମୃତ୍ୟୁ ହୋଇଛି। । ଏକ ୧୪ ମାସର ଅନାକୋଣ୍ଡା ସାପର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ୪୬ ନମ୍ବର ଖୁଆଡ଼ରେ ଥିବା ୧୦ଟି ଆନାକୋଣ୍ଡା ମଧ୍ୟରୁ ଗୋଟିଏ ଆନାକୋଣ୍ଡାର ମୃତ୍ୟୁ ହୋଇଛି।

ବର୍ତ୍ତମାନ ଆନାକୋଣ୍ଡାଙ୍କ ସଂଖ୍ୟା ୯କୁ ହ୍ରାସ ପାଇଥିବା ନେଇ ନନ୍ଦକାନନ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି । କିଛି ଦିନ ହେବ ଆନାକୋଣ୍ଡାଟି ଅସୁସ୍ଥ ହୋଇ ପଡ଼ିଥିଲା। ପ୍ରାଣୀ ଚିକିତ୍ସକମାନେ ତାର ଚିକିତ୍ସା କରୁଥିଲେ।

Related Articles

Back to top button
WP Twitter Auto Publish Powered By : XYZScripts.com