ଓଡ଼ିଶା

ଓଡ଼ିଶାରୁ ଗଡ଼ିବ ତୃତୀୟ ବନ୍ଦେ ଭାରତ ଏକ୍ସପ୍ରେସ୍‌

ଓଡ଼ିଶାରୁ ଗଡ଼ିବ ତୃତୀୟ ବନ୍ଦେ ଭାରତ ଏକ୍ସପ୍ରେସ୍‌ । ପୁରୀ-ଆସାନସୋଲ ମଧ୍ୟରେ ବନ୍ଦେ ଭାରତ ଏକ୍ସପ୍ରେସ୍‌ ଚଳାଇବା ପାଇଁ ପୂର୍ବ ରେଳପଥ ପକ୍ଷରୁ ରେଳ ବୋର୍ଡକୁ ପ୍ରସ୍ତାବ ଦିଆଯାଇଛି ।

ପୂର୍ବ ରେଳପଥ ପକ୍ଷରୁ ଦାଖଲ ପ୍ରସ୍ତାବରୁ ହସ୍ତଗତ ସୂଚନା ଅନୁସାରେ ପୁରୀ-ଆସାନସୋଲ ମଧ୍ୟରେ ଦୂରତା ୬୦୧ କିମି ଏବଂ ଏହି ରୁଟ୍‌ରେ ସପ୍ତାହକୁ ୬ ଦିନ ବନ୍ଦେ ଭାରତ ଗଡ଼ିବ । ଯାତ୍ରା ସମୟ ୭ ଘଣ୍ଟା ୫୫ ମିନିଟ୍‌ ରହିବ ।

Related Articles

Back to top button
WP Twitter Auto Publish Powered By : XYZScripts.com