ଅନ୍ତର୍ଜାତୀୟ

ରାଷ୍ଟ୍ରପତି ନିର୍ବାଚନ ପାଇଁ ଡେମୋକ୍ରାଟିକ୍‌ ଏବଂ ରିପବ୍ଲିକାନ୍‌ ପାର୍ଟିର ଅଭିଯାନ

ଆସନ୍ତାବର୍ଷ ଆମେରିକାରେ ଅନୁଷ୍ଠିତ ହେବାକୁ ଯାଉଥିବା ରାଷ୍ଟ୍ରପତି ନିର୍ବାଚନ ପାଇଁ ଡେମୋକ୍ରାଟିକ୍‌ ଏବଂ ରିପବ୍ଲିକାନ୍‌ ପାର୍ଟିର ଅଭିଯାନ ଗତିଶୀଳ ହୋଇଛି।

ଏକ ପାଣ୍ଠି ସଂଗ୍ରହ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଜୋ ବାଇଡେନ ଯୋଗ ଦେଇ କହିଛନ୍ତି, ଯଦି ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରିପବ୍ଲିକାନ ପ୍ରାର୍ଥୀ ହୁଅନ୍ତି ନାହିଁ, ତେବେ ମୁଁ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବି କି ନାହିଁ ମୁଁ ନିଶ୍ଚିତ ଭାବରେ କହି ପାରିବି ନାହିଁ। ଏହା ସହିତ ସେ ଚେତାବନୀ ଦେଇଛନ୍ତି ଯେ, ୨୦୨୪ରେ ଗଣତନ୍ତ୍ର ପାଇଁ ଅଧିକ ବିପଦ ଅଛି ।

Related Articles

Back to top button
WP Twitter Auto Publish Powered By : XYZScripts.com