ଅନ୍ତର୍ଜାତୀୟ

ହମାସ ପରେ ଏବେ ଇସ୍ରାଏଲ ଟାର୍ଗେଟରେ ହିଜବୁଲ୍ଲା

ହମାସ ପରେ ଏବେ ଇସ୍ରାଏଲ ଟାର୍ଗେଟରେ ହିଜବୁଲ୍ଲା । ଇସ୍ରାଏଲ ପଡୋଶୀ ଲେବାନନରେ ସକ୍ରିୟ ଆତଙ୍କୀ ସଂଗଠନ ହିଜବୁଲ୍ଲାର ଏକାଧିକ ଶିବିର ଉପରେ ଆକ୍ରମଣ କରିଛି ଇସ୍ରାଏଲ। ହମାସ ଆତଙ୍କୀ ଇସ୍ରାଏଲ ସେନା ଉପରେ ରକେଟ୍ ହମଲା କରିବା ପରେ ଇସ୍ରାଏଲ ପାଲଟା ହମଲା କରିଛି ।

ହିଜବୁଲ୍ଲା ଆତଙ୍କୀ ହମଲାରେ ଇସ୍ରାଏଲ ସେନାର ଦୁଇ ଯବାନ ଆହତ ହୋଇଛନ୍ତି ।ସୀମା ଉଲ୍ଲଂଘନ କଲେ ଗାଜା ସମଦଶା ଭୋଗିବ ବୋଲି ଚେତାଇ ଦେଇଛନ୍ତି ନେତନ୍ୟାହୁ।

Related Articles

Back to top button
WP Twitter Auto Publish Powered By : XYZScripts.com