ଓଡ଼ିଶା
ଶ୍ରୀମନ୍ଦିର କାର୍ଯ୍ୟାଳୟରେ ନୀତି ସବ୍କମିଟି ବୈଠକ
ଶ୍ରୀମନ୍ଦିର କାର୍ଯ୍ୟାଳୟରେ ନୀତି ସବ୍କମିଟି ବୈଠକ ଶେଷ ହୋଇଛି। ପହିଲି ଭୋଗ, ଧନୁ ସଂକ୍ରାନ୍ତି ନୀତି ଚୂଡ଼ାନ୍ତ ହୋଇଛି। ରାତ୍ର ୨ଟାରେ ଫିଟିବ ଦ୍ବାର। ୧୬ ତାରିଖ ରାତି ଓ ୩୧ ତାରିଖ ରାତିରେ ଆବଶ୍ୟକ ପଡ଼ିଲେ ରାତ୍ର ପହୁଡ଼ ହେବ ନାହିଁ।
ଜାନୁଆରୀ ୧ ତାରିଖରୁ ଶ୍ରୀମନ୍ଦିରରେ ପାନ, ଗୁଟଖା ସମ୍ପୂର୍ଣ୍ଣ ବନ୍ଦ ହେବ। ଶାଳୀନତାପୂର୍ଣ୍ଣ ପୋଷାକ ପରିଧାନ ନିୟମକୁ କଡାକଡି ଲାଗୁ କରାଯିବ। ଦିବ୍ୟାଙ୍ଗ ଭକ୍ତଙ୍କ ଦର୍ଶନ ପାଇଁ ଉତ୍ତର ଦ୍ଵାରର ରାମ୍ପ୍ ବ୍ୟବସ୍ଥା କରାଯିବ।