ଓଡ଼ିଶା

ଶ୍ରୀମନ୍ଦିର କାର୍ଯ୍ୟାଳୟରେ ନୀତି ସବ୍‌କମିଟି ବୈଠକ

ଶ୍ରୀମନ୍ଦିର କାର୍ଯ୍ୟାଳୟରେ ନୀତି ସବ୍‌କମିଟି ବୈଠକ ଶେଷ ହୋଇଛି।‌ ପହିଲି ଭୋଗ, ଧନୁ ସଂକ୍ରାନ୍ତି ନୀତି ଚୂଡ଼ାନ୍ତ ହୋଇଛି। ରାତ୍ର ୨ଟାରେ ଫିଟିବ ଦ୍ବାର। ୧୬ ତାରିଖ ରାତି ଓ ୩୧ ତାରିଖ ରାତିରେ ଆବଶ୍ୟକ ପଡ଼ିଲେ ରାତ୍ର ପହୁଡ଼ ହେବ ନାହିଁ।

ଜାନୁଆରୀ ୧ ତାରିଖରୁ ଶ୍ରୀମନ୍ଦିରରେ ପାନ, ଗୁଟଖା ସମ୍ପୂର୍ଣ୍ଣ ବନ୍ଦ ହେବ। ଶାଳୀନତାପୂର୍ଣ୍ଣ ପୋଷାକ ପରିଧାନ ନିୟମକୁ କଡାକଡି ଲାଗୁ କରାଯିବ। ଦିବ୍ୟାଙ୍ଗ ଭକ୍ତଙ୍କ ଦର୍ଶନ ପାଇଁ ଉତ୍ତର ଦ୍ଵାରର ରାମ୍ପ୍ ବ୍ୟବସ୍ଥା କରାଯିବ।

Related Articles

Back to top button
WP Twitter Auto Publish Powered By : XYZScripts.com