Featuredଓଡ଼ିଶା

ଓଡ଼ିଶାକୁ ଫେରିବ ଶୀତ

ଓଡ଼ିଶାକୁ ଫେରିବ ଶୀତ । ୨ ରୁ ୩ ଦିନ ମଧ୍ୟରେ ଜାଡ ବଢିବ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । କୋହଲା ପାଗ ପ୍ରଭାବ କମିବା ପରେ ଶୀତ ବଢିବ । ସ୍ବାଭାବିକ ଠାରୁ ୩ ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା କମିବ ।

ବର୍ତ୍ତମାନ କୋହଲା ପାଗ ସହ ମେଘୁଆ ଆକାଶ ପ୍ରଭାବରେ ଦିନର ତାପମାତ୍ରା ସ୍ବାଭାବିକ ଠାରୁ ୩ ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ କମିଥିବା ବେଳେ ରାତ୍ରିର ତାପମାତ୍ରା ସ୍ବାଭାବିକ ଠାରୁ ୨ ରୁ ୩ ଡିଗ୍ରୀ ଉପରେ ରହିଛି । ୯ ତାରିଖ ପରେ ଉପାନ୍ତରୁ ଉପକୂଳ ସବୁଠି ରାତିର ତାପମାତ୍ରା କମିବ ।

Related Articles

Back to top button
WP Twitter Auto Publish Powered By : XYZScripts.com