ଅନ୍ୟାନ୍ୟ
ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଆଉ ଏକ ଲଘୁଚାପ ଆସୁଥିବା ନେଇ ଚେତାବନୀ
ନିକଟରେ ସାମୁଦ୍ରିକ ଝଡ ମିଗଜୋମ୍ ତାମିଲନାଡୁ ଓ ଆନ୍ଧ୍ରପ୍ରଦେଶରେ ତାଣ୍ଡବ ରଚିଥିଲା । ଏହାରି ମଧ୍ୟରେ ଆଉ ଏକ ବଡ ଖବର ସାମ୍ନାକୁ ଆସିଛି । ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଆଉ ଏକ ଲଘୁଚାପ ଆସୁଥିବା ନେଇ ଚେତାବନୀ ଦିଆଯାଇଛି ।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇପାରେ ।