ଅନ୍ୟାନ୍ୟ

ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଆଉ ଏକ ଲଘୁଚାପ ଆସୁଥିବା ନେଇ ଚେତାବନୀ

ନିକଟରେ ସାମୁଦ୍ରିକ ଝଡ ମିଗଜୋମ୍‌ ତାମିଲନାଡୁ ଓ ଆନ୍ଧ୍ରପ୍ରଦେଶରେ ତାଣ୍ଡବ ରଚିଥିଲା । ଏହାରି ମଧ୍ୟରେ ଆଉ ଏକ ବଡ ଖବର ସାମ୍ନାକୁ ଆସିଛି । ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଆଉ ଏକ ଲଘୁଚାପ ଆସୁଥିବା ନେଇ ଚେତାବନୀ ଦିଆଯାଇଛି ।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇପାରେ ।

Related Articles

Back to top button
WP Twitter Auto Publish Powered By : XYZScripts.com