ଅନ୍ୟାନ୍ୟ

ବାରହା ଫାସରେ ପଡି ଦୁଇ ଜଣ ନାବାଳକଙ୍କ ମୃତ୍ୟୁ

ଉଲୁଣ୍ଡା ଥାନା ଅନ୍ତର୍ଗତ ହାତିଲିମୁଣ୍ଡା ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି । ଗାଁ ନିକଟରେ ବାରହା ଫାସରେ ପଡି ଦୁଇ ଜଣ ନାବାଳକଙ୍କ ମୃତ୍ୟୁ ହୋଇ ଯାଇଛି । ନିଜ ବିଲ ନିକଟସ୍ଥ ଜଙ୍ଗଲକୁ ଛେଳି ଖୋଜିବାକୁ ଯାଇ ବିଦ୍ୟୁତ ସଂଯୁକ୍ତ ହୋଇଥିବା ବାରହା ଫାଶରେ ପଡି ଯାଇଥିଲେ ।

ବାପା ଗୁରୁତର ହୋଇ ଉଲୁଣ୍ଡା ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ତେବେ ଉଲୁଣ୍ଡା ପୁଲିସ୍ ଘଟଣା ସ୍ଥଳକୁ ପହଞ୍ଚି ତଦନ୍ତ ଜାରି ରଖିଛି।

Related Articles

Back to top button
WP Twitter Auto Publish Powered By : XYZScripts.com