ଜାତୀୟ

ପ୍ରଧାନମନ୍ତ୍ରୀ ଜନଧନ ଯୋଜନାରେ ଏଯାଏଁ କେତେ ଜଣ ହିତାଧିକାରୀ ଅଛନ୍ତି

ପ୍ରଧାନମନ୍ତ୍ରୀ ଜନଧନ ଯୋଜନାରେ ଏଯାଏଁ କେତେ ଜଣ ହିତାଧିକାରୀ ଅଛନ୍ତି । କେତେ ଆକାଉଣ୍ଟ ଖୋଲାଯାଇଛି ଓ କେତେ ଟଙ୍କା ଜମା ହୋଇଛି ।

ଏନେଇ କେନ୍ଦ୍ର ଅର୍ଥ ରାଷ୍ଟ୍ରମନ୍ତ୍ରୀ ଭାଗବତ କରଡ ସଂସଦକୁ ସୂଚନା ଦେଇଛନ୍ତି ଯେ ବର୍ତ୍ତମାନ ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ଜନ-ଧନ ଯୋଜନା ଅଧୀନରେ ଦେଶରେ ୫୧.୦୪ କୋଟି ବ୍ୟାଙ୍କ ଆକାଉଣ୍ଟ ଖୋଲାଯାଇଛି। ୯ ବର୍ଷ ପୂର୍ବେ ଆରମ୍ଭ ହୋଇଥିବା ଏହି ଯୋଜନା ଅଧୀନରେ ବର୍ତ୍ତମାନ ପର୍ଯ୍ୟନ୍ତ ୫୧ କୋଟି ବ୍ୟାଙ୍କ ଆକାଉଣ୍ଟରେ ୨.୦୮ ଟ୍ରିଲିୟନ ଟଙ୍କା (୨ ଲକ୍ଷ କୋଟିରୁ ଅଧିକ) ଜମା କରାଯାଇଛି।

Related Articles

Back to top button
WP Twitter Auto Publish Powered By : XYZScripts.com