ଅନ୍ତର୍ଜାତୀୟ

ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି କଶ୍ମୀର ପ୍ରସଙ୍ଗକୁ ଅଧିକ ଜଟିଳ କରିବ ବୋଲି ଇମ୍ରାନ କହିଛନ୍ତି

ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଜମ୍ମୁ-କଶ୍ମୀରରେ ଧାରା ୩୭୦ ସମ୍ବନ୍ଧରେ ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ଉପରେ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି କଶ୍ମୀର ପ୍ରସଙ୍ଗକୁ ଅଧିକ ଜଟିଳ କରିବ ବୋଲି ଇମ୍ରାନ କହିଛନ୍ତି।

ରାୱଲପିଣ୍ଡିର ଅଦିୟନା ଜେଲରେ ଥିବା ଇମ୍ରାନ ଖାନ ଏକ ବାର୍ତ୍ତା ମାଧ୍ୟମରେ କହିଛନ୍ତି ଭାରତୀୟ ସର୍ବୋଚ୍ଚ ନ୍ୟାୟାଳୟର ନିଷ୍ପତ୍ତି ୟୁଏନଏସସି ନିଷ୍ପତ୍ତିର ଉଲ୍ଲଂଘନ ଅଟେ। ତାଙ୍କ ପାର୍ଟି ପାକିସ୍ତାନ ତେହେରିକ-ଇ-ଇନସାଫ ଏହାକୁ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସ ରେ ଶେୟାର କରିଛି।

Related Articles

Back to top button
WP Twitter Auto Publish Powered By : XYZScripts.com