ଅନ୍ତର୍ଜାତୀୟଜାତୀୟ

୫ ଜଣ ସ୍ତ୍ରୀ, ୬ ସନ୍ତାନଙ୍କ ପିତା ହେଉଛନ୍ତି ପାକିସ୍ତାନର ନୂଆ ପ୍ରଧାନମନ୍ତ୍ରୀ ଶେହବାଜ୍ ଶରିଫ୍ ପତ୍ନୀଙ୍କ ନାମରେ କରିଦେଇଥିଲେ ଓଭରବ୍ରିଜ

ନୂଆଦିଲ୍ଲୀ() ଗତ କିଛି ମାସ ଧରି ପାକିସ୍ତାନରେ ଚାଲିଥିବା ରା‌ଜନୈତିକ କନ୍ଦଳର ଆଜି ଅନ୍ତ ଘଟିଛି। ବିରୋଧୀ ଦଳ ଇମ୍ରାନ ସରକାରଙ୍କୁ ହଟାଇ ଶେହବାଜ ଶରିଫଙ୍କ ପ୍ରଧାନମନ୍ତ୍ରୀ କରିବାରେ ସଫଳ ହୋଇଛନ୍ତି। ମତଦାନ ପୂର୍ବରୁ ପ୍ରଧାନମନ୍ତ୍ରୀ ଦୌଡ଼ରୁ ପାକିସ୍ତାନର ପୂର୍ବତନ ବୈଦେଶିକ ମନ୍ତ୍ରୀ ଶାହ ମହମ୍ମଦ କୁରେଶୀ ଓହରିବା ପରେ ନିର୍ଦ୍ବନ୍ଦ୍ବରେ ପ୍ରଧାନମନ୍ତ୍ରୀ ଭାବେ ନିର୍ବାଚିତ ହୋଇଛନ୍ତି ପିଏମଏଲ-ଏନ ନେତା ଶେହବାଜ୍ ଶରିଫ୍। ତେବେ ଶେହବାଜ୍ ଶରିଫଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଏବେ ପାକିସ୍ତାନ ଗଣମାଧ୍ୟମରେ ଜୋରଦାର ଚର୍ଚ୍ଚା ଚାଲିଛି | ବାସ୍ତବରେ ଶେହବାଜ୍ ଶରିଫ୍ ସମୁଦାୟ ୫ ଜଣଙ୍କୁ ବିବାହ କରିଛନ୍ତି | ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଶେହବାଜ୍ ଶରିଫ୍ ପ୍ରଥମ ବିବାହ କରିବା ପାଇଁ ତାଙ୍କ ପିତାଙ୍କଠାରୁ ଅନୁମତି ପାଇ ନଥିଲେ |

Related Articles

Back to top button
WP Twitter Auto Publish Powered By : XYZScripts.com