ଓଡ଼ିଶା

୨ଶହ କୋଟି ଟଙ୍କାର ବିଭିନ୍ନ ଜନକଲ୍ୟାଣ ପ୍ରକଳ୍ପର ଶିଳାନ୍ୟାସ

ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକାମ୍ର ନିର୍ବାଚନମଣ୍ଡଳୀରେ ପ୍ରାୟ ୨ଶହ କୋଟି ଟଙ୍କାର ବିଭିନ୍ନ ଜନକଲ୍ୟାଣ ପ୍ରକଳ୍ପର ଶିଳାନ୍ୟାସ କରିବେ । ଏଥିପାଇଁ ଲିଙ୍ଗିପୁର ପଞ୍ଚାୟତର ନାଥପୁର ଜାଡୁମଲ୍ଲୀ ମନ୍ଦିର ନିକଟରେ ଏକ ସାଧାରଣ ସଭାର ଆୟୋଜନ କରାଯାଉଛି ।

ପୂର୍ତ୍ତ ବିଭାଗ ପକ୍ଷରୁ ଦୟା ଦକ୍ଷିଣ ପାର୍ଶ୍ଵ ନଦୀବନ୍ଧର ସାଢେ଼ ଆଠ କିଲୋମିଟର ରାସ୍ତାର ସୁଦୃଢ଼ିକରଣ ଓ ପ୍ରଶସ୍ତିକରଣ ପାଇଁ ୨୨ କୋଟି ଟଙ୍କା ଏବଂ ଜଳସମ୍ପଦ ବିଭାଗ ପକ୍ଷରୁ ୯୧ କୋଟି ଟଙ୍କାରେ ଧଉଳି ନିକଟସ୍ଥ ଦୟା ନଦୀ ଗର୍ଭରେ ଇନ୍ ଷ୍ଟ୍ରିମ ଷ୍ଟୋରେଜ ଷ୍ଟ୍ରକଚର୍ ନିର୍ମାଣ କରାଯିବ ।

Related Articles

Back to top button
WP Twitter Auto Publish Powered By : XYZScripts.com