ଓଡ଼ିଶା

ଗ୍ରୀଷ୍ମପ୍ରବାହ : ଆଜିଠୁ ୨ ତାରିଖ ଯାଏଁ ୮ଟି ଜିଲ୍ଲାକୁ ଗ୍ରୀଷ୍ମ ପ୍ରବାହ

ଭୁବନେଶ୍ୱର() ରାଜ୍ୟର ଅଧିକାଂଶ ଅଞ୍ଚଳରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ । ଆଜିଠାରୁ ୨ ତାରିଖ ପର୍ଯନ୍ତ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ । ୪ ଦିନ ଲାଗି ରାଜ୍ୟର ୮ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭାରତୀୟ ପାଣିପାଗ ବିଭାଗ ‌। ୩୧ ଯାଏଁ ମୟୂରଭଞ୍ଜ, ବରଗଡ଼, ସୋନପୁର, ବୌଦ୍ଧ, ବଲାଙ୍ଗିର ଲାଗି ୱାର୍ଣ୍ଣିଂ ଜାରି କରାଯାଇଛି । ୩୧ ତାରିଖରୁ ୨ ତାରିଖ ଯାଏଁ ୭ଟି ଜିଲ୍ଲା ଲାଗି ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com