Breaking NewsFeaturedଜୀବନଶୈଳୀ

ସଡ଼କ ଦୁର୍ଘଟଣାଜନିତ ମୃତ୍ୟୁ କମାଇବାକୁ କଡ଼ାକଡ଼ି ହେବ ଯାଞ୍ଚ

ସଡ଼କ ଦୁର୍ଘଟଣାଜନିତ ମୃତ୍ୟୁ କମାଇବାକୁ କଡ଼ାକଡ଼ି ହେବ ଯାଞ୍ଚ। ଡିସେମ୍ବର ମାସ ସାରା କଡ଼ାକଡ଼ି ଭାବେ ଯାଞ୍ଚ କରାଯିବ। ନେଇ ରାଜ୍ୟର ସମସ୍ତ RTO ଏବଂ ଅତିରିକ୍ତ RTOଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦେଇଛି ରାଜ୍ୟ ପରିବହନ ପ୍ରାଧିକରଣ- STA ।

ଡିସେମ୍ବର ମାସ ଯାକ ମଦ୍ୟପାନ କରି ଗାଡ଼ି ଚାଳନା, ହେଲମେଟ ବିହୀନ ଗାଡ଼ି ଚାଳନା, ଅତ୍ୟଧିକ ବେଗରେ ଗାଡ଼ି ଚାଳନା, ଗାଡ଼ି ଚାଳନା ବେଳେ ମୋବାଇଲ ବ୍ୟବହାର, ରଙ୍ଗସାଇଡ ଗାଡ଼ି ଚାଳନା ଓ ମାଲବାହୀ ଯାନରେ ଓଭରଲୋଡିଂ ଆଦିକୁ କଡ଼ାକଡ଼ି ଭାବେ ଯାଞ୍ଚ କରିବାକୁ ଚିଠିରେ କୁହାଯାଇଛି।

Related Articles

Back to top button
WP Twitter Auto Publish Powered By : XYZScripts.com