ରାଜନୀତି

ମନି ଲଣ୍ଡରିଂ ମାମଲାରେ ଆମ ଆଦମୀ ପାର୍ଟି ନେତା ସତ୍ୟେନ୍ଦ୍ର

ମନି ଲଣ୍ଡରିଂ ମାମଲାରେ ଆମ ଆଦମୀ ପାର୍ଟି ନେତା ସତ୍ୟେନ୍ଦ୍ର ଜୈନଙ୍କ ଅଡୁଆ ବଢିବାରେ ଲାଗିଛି। ସୁପ୍ରିମକୋର୍ଟ ଏଏପି ନେତା ସତ୍ୟେନ୍ଦ୍ରଙ୍କ ମଧ୍ୟବର୍ତ୍ତୀକାଳୀନ ଜାମିନ୍‌କୁ ଜାନୁୟାରୀ ୮ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି।

ମେ ୨୬ରେ କୋର୍ଟ ସତ୍ୟେନ୍ଦ୍ରଙ୍କୁ ମଧ୍ୟବର୍ତ୍ତୀକାଳୀନ ଜାମିନ୍‌ ପ୍ରଦାନ କରିଥିଲେ। ମେ ୨୬ରୁ ସତ୍ୟେନ୍ଦ୍ରଙ୍କ ମଧ୍ୟବର୍ତ୍ତୀକାଳୀନ ଜାମିନକୁ ଅନେକ ଥର ବୃଦ୍ଧି କରାଯାଇଛି। ସୂଚନାଯୋଗ୍ୟ, ଅର୍ଥ ହେରଫେର ମାମଲାରେ ଇଡି ୩୦ ମେ ୨୦୨୨ରେ ସତ୍ୟେନ୍ଦ୍ରଙ୍କୁ ଗିରଫ କରିଥିଲା।

Related Articles

Back to top button