ରାଜନୀତି

ବରିଷ୍ଠ ନେତା ଦାମୋଦର ରାଉତ ଅସୁସ୍ଥ

ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ନେତା ଦାମୋଦର ରାଉତ ଅସୁସ୍ଥ ହୋଇପଡ଼ିଛନ୍ତି । ତେଣୁ ତାଙ୍କୁ ଚିକିତ୍ସା ନିମନ୍ତେ ମେଡିକାଲରେ ଭର୍ତ୍ତି କରାଯାଇଛି । ଡାକ୍ତରମାନେ ତାଙ୍କର ସ୍ୱାସ୍ଥ୍ୟାବସ୍ଥା ଉପରେ ନଜର ରଖିଛନ୍ତି ।

ଏକଦା ରାଜ୍ୟ ରାଜନୀତିରେ ସର୍ବଦା ସକ୍ରିୟ ରହୁଥିବା ରାଉତ ଗତ କିଛିବର୍ଷ ଧରି ସକ୍ରିୟ ରାଜନୀତିଠାରୁ ଏକପ୍ରକାର ଦୂରେଇ ରହିଛନ୍ତି । ରାଉତଙ୍କ ଅସୁସ୍ଥ ଖବର ତାଙ୍କର ପ୍ରଶଂସକଙ୍କ ମଧ୍ୟରେ ନିରାଶା ଭରିଦେଇଛି ।ସେ ବିଜେଡି ଟିକେଟରେ ୭ ଥର ନିର୍ବାଚନ ଜିତି ବିଧାୟକ ହୋଇଥିଲେ ।

Related Articles

Back to top button
WP Twitter Auto Publish Powered By : XYZScripts.com