Featuredଓଡ଼ିଶା

ରାଜ୍ୟରେ ପ୍ରଥମ ଥର ପାଇଁ ପ୍ରତିଷ୍ଠା ହେବାକୁ ଯାଉଛି ‘ଗ୍ରେନ ଏଟିଏମ୍

ରାଜ୍ୟରେ ପ୍ରଥମ ଥର ପାଇଁ ପ୍ରତିଷ୍ଠା ହେବାକୁ ଯାଉଛି ‘ଗ୍ରେନ ଏଟିଏମ୍ ।ପ୍ରାଥମିକ ପର୍ଯ୍ୟାୟରେ ରାଜଧାନୀ ଭୁବନେଶ୍ୱରର ମଞ୍ଚେଶ୍ୱରରେ ରାଜ୍ୟର ପ୍ରଥମ ‘ଗ୍ରେନ ଏଟିଏମ୍’ ପ୍ରତିଷ୍ଠା ହେବ ।

ବିଶ୍ୱ ଖାଦ୍ୟ କାର୍ଯ୍ୟକ୍ରମ ଏବଂ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ମିଳିତ ସହଯୋଗରେ ଏହି ଏଟିଏମ୍ ସ୍ଥାପନ କରାଯିବ । ଲୋକମାନେ ଟିପ ଚିହ୍ନରେ ବାୟୋମେଟ୍ରିକ ଯାଞ୍ଚ କରିବା ପରେ ଏଟିଏମରୁ ଟଙ୍କା ଭଳି ଚାଉଳ ବାହାରିବ ।

Related Articles

Back to top button
WP Twitter Auto Publish Powered By : XYZScripts.com