ଓଡ଼ିଶା

ଧୀରେଧୀରେ ବଢୁଛି ଶୀତ

ରାଜ୍ୟରେ ଖସୁଛି ପାରଦ, ଧୀରେଧୀରେ ବଢୁଛି ଶୀତ। ପଶ୍ଚିମ ଓ ଉତ୍ତର-ପଶ୍ଚିମ ଦିଗରୁ ଥଣ୍ଡା ଶୁଷ୍କ ବାୟୁ ପ୍ରବାହିତ ହେଉଥିବାରୁ ଲଗାତାର ତାପମାତ୍ରା କମିବାରେ ଲାଗିଛି। ଆଗାମୀ ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଶୀତ ଜାରି ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଗୋଟିଏ ପାଖରେ ପଶ୍ଚିମାଝଡ଼ ସକ୍ରିୟ ରହିଛି। ତେଣୁ ଓଡ଼ିଶାକୁ ଥଣ୍ଡା ବାୟୁ ପ୍ରବେଶ କରିପାରୁନାହିଁ। ଆସନ୍ତା ୨ ଦିନ ମଧ୍ୟରେ ଏହା ଦୁର୍ବଳ ହେବ ଓ ଏହା ପରେ ପୁଣି ରାଜ୍ୟକୁ ଥଣ୍ଡା ବାୟୁ ପ୍ରବାହ ବଢ଼ିବ। ଫଳରେ ପ୍ରବଳ ଶୀତ ହୋଇପାରେ।

Related Articles

Back to top button
WP Twitter Auto Publish Powered By : XYZScripts.com