ଓଡ଼ିଶା

୨୦୧୬ ମସିହାରେ ଭୁବନେଶ୍ବର ଓ ରାଉରକେଲା ସ୍ମାର୍ଟ ସିଟି ମାନ୍ୟତା ପାଇଥିଲା

୨୦୧୬ ମସିହାରେ ରାଜ୍ୟରେ ଦୁଇଟି ସହର ଭୁବନେଶ୍ବର ଓ ରାଉରକେଲା ସ୍ମାର୍ଟ ସିଟି ମାନ୍ୟତା ପାଇଥିଲା। ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ଅନୁଦାନ ବି ଦିଆଗଲା।

ତେବେ ବର୍ଷ ବର୍ଷ ବିତିଲାଣି; କିନ୍ତୁ ସ୍ମାର୍ଟ ସିଟି ପକ୍ଷରୁ ହାତକୁ ନିଆଯାଇଥିବା ସମସ୍ତ ପ୍ରକଳ୍ପର ନିର୍ମାଣ ଶେଷ ହୋଇପାରିନି। ଉଭୟ ଭୁବନେଶ୍ବର ଓ ରାଉରକେଲା ସ୍ମାର୍ଟସିଟିର ୮୫୩.୩୫ କୋଟି ଟଙ୍କା ମୂଲ୍ୟର ୧୧ଟି ପ୍ରକଳ୍ପ ଏବେବି ନିର୍ମାଣାଧୀନ। ୨୦୨୪ ଜୁନ ଶେଷ ସୁଦ୍ଧା ସମସ୍ତ ପ୍ରକଳ୍ପ ସମ୍ପନ୍ନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

Related Articles

Back to top button
WP Twitter Auto Publish Powered By : XYZScripts.com