ଶିକ୍ଷା

ଫେବ୍ରୁଆରୀ ୨୦ରୁ ମାର୍ଚ୍ଚ ୪ ତାରିଖ ପର୍ଯ୍ୟନ୍ତ ମାଟ୍ରିକ ପରୀକ୍ଷା ଅନୁଷ୍ଠିତ ହେବ

ଆସନ୍ତା ଫେବ୍ରୁଆରୀ ୨୦ରୁ ମାର୍ଚ୍ଚ ୪ ତାରିଖ ପର୍ଯ୍ୟନ୍ତ ମାଟ୍ରିକ ପରୀକ୍ଷା ଅନୁଷ୍ଠିତ ହେବ। ଚଳିତ ବର୍ଷ ୨ ହଜାର ୯ ଶହ ୯୧ କେନ୍ଦ୍ରରେ ୫ ଲକ୍ଷ ୫୧ ହଜାର ୬୧୧ ପରୀକ୍ଷାର୍ଥୀ ପରୀକ୍ଷା ଦେବେ।

ପ୍ରଥମ ଥର ପାଇଁ ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ପରିଚାଳନାରେ ପ୍ରୟୋଗ ହେବ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ ତଥା କୃତ୍ରିମ ବୁଦ୍ଧିମତା । AI ମାଧ୍ୟମରେ ହେବ ମାଟ୍ରିକ ପରୀକ୍ଷାର ୱେବକାଷ୍ଟିଂ। ଏଥିପାଇଁ ଷ୍ଟ୍ରଙ୍ଗରୁମଠୁ ଆରମ୍ଭ କରି DEO ଅଫିସ, ପରୀକ୍ଷା ହଲରେ AI କ୍ୟାମେରା ଲାଗିବ।

Related Articles

Back to top button
WP Twitter Auto Publish Powered By : XYZScripts.com