Breaking NewsFeaturedସ୍ୱାସ୍ଥ୍ୟ

ରାଉରକେଲାରେ ଆତଙ୍କ ଖେଳାଇଛି ଡାଇରିଆ

ରାଉରକେଲାରେ ଆତଙ୍କ ଖେଳାଇଛି ଡାଇରିଆ । ଡାଇରିଆରେ ପୁଣି ଦୁଇ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ଡାଇରିଆରେ ମୃତ୍ୟୁ ସଂଖ୍ୟା ୯ରେ ପହଂଚିଛି । ଏବେ ଜିଲ୍ଲାର ସରକାରୀ ହସ୍ପିଟାଲ ସମେତ ବିଭିନ୍ନ ଘରୋଇ ହସ୍ପିଟାଲରେ ଆକ୍ରାନ୍ତ ମାନେ ଭର୍ତି ହୋଇଛନ୍ତି ।

ସରକାରୀ ହସ୍ପିଟାଲରେ କେବଳ ୧୦୦ରୁ ଅଧିକ ଚିକିତ୍ସାଧୀନ ଥିବା ଜଣାପଡିଛି । ଦିନକୁ ଦିନକୁ ସ୍ଥିତି ବିଗୁଡ଼ୁଥିବାରୁ ସଂକ୍ରମଣ ରୋକିବାକୁ ତତ୍ପର ହୋଇଛି ଉଭୟ ଜିଲ୍ଲା ପ୍ରଶାସନ ଓ ସ୍ୱାସ୍ଥ୍ୟ ବିଭାଗ ।

Related Articles

Back to top button
WP Twitter Auto Publish Powered By : XYZScripts.com