ଓଡ଼ିଶା

ହାଇକୋର୍ଟରେ ନାଟମଣ୍ଡବ ମରାମତି ମମଲା

ହାଇକୋର୍ଟରେ ନାଟମଣ୍ଡବ ମରାମତି ମମଲା। ଜଗମୋହନ ଓ ନାଟମଣ୍ଡପ ମଧ୍ୟରେ ଲାଗିଥିବା କାଠ ଓ ମୂର୍ତ୍ତୀ ଖୋଲାଯାଇ ଶ୍ରୀଜଗନ୍ନାଥଙ୍କ ସଂଗ୍ରହାଳୟରେ ରଖାଯାଇଛି।

ନାଟମଣ୍ଡପ ବିମରେ ଲାଗିବାକୁ ଥିବା ଆସେସ ବକ୍ସର ଡିଜାଇନ ପ୍ରସ୍ତୁତ ସହ ଏଥିରେ ବ୍ୟବହାର ହେବାକୁ ଥିବା ସାମଗ୍ରୀ ପାଇଁ ଟେଣ୍ଡର ପ୍ରକ୍ରିୟା ଖୁବଶୀଘ୍ର ଆରମ୍ଭ କରାଯିବ। ଏଥିପାଇଁ ୧୯ ଡିସେମ୍ବର ରୁ ୨୧ ଡିସେମ୍ବର ମଧ୍ୟରେ ବୈଠକ ହେବ ବୋଲି ସେ କୋର୍ଟଙ୍କୁ ଅବଗତ କରେଇଛନ୍ତି । ଆସନ୍ତା ଜାନୁଆରୀ ୧୮ରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ କୋର୍ଟ ଦିନ ଧାର୍ଯ୍ୟ କରିଛନ୍ତି।

Related Articles

Back to top button
WP Twitter Auto Publish Powered By : XYZScripts.com