ଜାତୀୟ

ସାରା ଦେଶରେ ଶୀତର ଲହରୀ ଜାରି ରହିଛି

ସାରା ଦେଶରେ ଶୀତର ଲହରୀ ଜାରି ରହିଛି । ଏହାରି ଭିତରେ କିନ୍ତୁ ତାମିଲନାଡୁରେ ବ୍ୟତିକ୍ରମ ଦେଖିବାକୁ ମିଳିଛି । ଗତକାଲିଠୁ ପ୍ରବଳ ବର୍ଷା ହେଉଛି । ରାସ୍ତା ଘାଟ ସହିତ ଘର ଭିତରେ ପାଣି ପଶିଛି । ପାଣିପାଗ କେନ୍ଦ୍ର ପକ୍ଷରୁ ରେଡ୍ ଆଲର୍ଟ ଜାରି ହୋଇଛି ।

କନ୍ୟାକୁମାରୀ, ତିରୁନେଲଭି, ଥୋଠୁକୁଡି ଏବଂ ତେନକାସି ଜିଲ୍ଲାରେ ଆଜି ସ୍କୁଲ ଛୁଟି ଘୋଷଣା ହୋଇଛି । ବର୍ଷା ଅଧିକ ହେଉଥିବାରୁ ଟ୍ରେନ ସେବା ମଧ୍ୟ ବ୍ୟାହତ ହୋଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com